• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିିବାର, ଚନ୍ଦ୍ର - ଧନୁ ସନ୍ଧ୍ୟା ୦୭.୧୭ ଗତେ ମକର, ତିଥି- ୯ମୀ ଦିବା ୧୦.୨୩ ଗତେ ୧୦ମୀ, ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର, ସନ୍ଧ୍ୟା ୦୭.୧୭ ଗତେ ସିଂହ, ଘାତ ବାର –ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ ଦିବା ୦୧.୪୦ ଗତେ ୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ

Scorpio

ବିଛା

Sunday 24 Sep 2023

ବିଶାଖା - କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାରେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ ।

ଅନୁରାଧା - ନୂଆ ବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ତୁମର ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ଜ୍ୟୋଷ୍ଠା - ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ଜମି, ଦଲାଲଙ୍କୁ ଯଥେଷ୍ଟ ଲାଭ ମିଳିବ ।

ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :