• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିିବାର, ଚନ୍ଦ୍ର - ଧନୁ ସନ୍ଧ୍ୟା ୦୭.୧୭ ଗତେ ମକର, ତିଥି- ୯ମୀ ଦିବା ୧୦.୨୩ ଗତେ ୧୦ମୀ, ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର, ସନ୍ଧ୍ୟା ୦୭.୧୭ ଗତେ ସିଂହ, ଘାତ ବାର –ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ ଦିବା ୦୧.୪୦ ଗତେ ୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ

Sagittarius

ଧନୁ

Sunday 24 Sep 2023

ମୂଳା - ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।

ପୂ, ଷାଢା - ବେପାର ବୃତିରେ ସଫଳତା ହାସଲ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ରାଜନୀତିରେ କୌଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି ।

ଉ, ଷାଢା - କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତି । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ ।

ପ୍ରତିକାର – ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :