• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିିବାର, ଚନ୍ଦ୍ର - ଧନୁ ସନ୍ଧ୍ୟା ୦୭.୧୭ ଗତେ ମକର, ତିଥି- ୯ମୀ ଦିବା ୧୦.୨୩ ଗତେ ୧୦ମୀ, ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର, ସନ୍ଧ୍ୟା ୦୭.୧୭ ଗତେ ସିଂହ, ଘାତ ବାର –ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ ଦିବା ୦୧.୪୦ ଗତେ ୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ

Capricorn

ମକର

Sunday 24 Sep 2023

ଉ, ଷାଢା - ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ । ବ୍ୟକ୍ତିଙ୍କ ମନଭାବକୁ ଶିଘ୍ର ବୁଝିନେବେ ।

ଶ୍ରବଣା - କର୍ମ କ୍ଷେତ୍ରରେ ଶତୃତା ବୃଦ୍ଧି ପାଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ

ଧନିଷ୍ଠା - ଅଭାବି ଲୋକଙ୍କୁ ସାହାର୍ଯ୍ୟ ସହଯୋଗର ହାତ ବଢାଇବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ । ସମାଜରେ ମାନ ସମ୍ମାନ ପାଇ ପାରନ୍ତି ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :