• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th September 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର ।ଚନ୍ଦ୍ର- ବୃଷ ଦିବା ୦୯.୫୬ ଗତେ ମିଥୁନ ,ତିଥି- ୭ମୀ ଦିବା ୧୨.୩୯ ଗତେ ୮ମୀ,ଘାତଚନ୍ଦ୍ର- ବିଛା ରାଶିର , ଦିବା ୦୯.୫୬ ଗତେ କନ୍ୟା ରାଶିର,ଘାତବାର- ମକର ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ଅନ୍ନଦାନ ଦିବା ୧୨.୩୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Tuesday 24 Sep 2024

ଅଶ୍ୱନୀ – ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ ।

ଦ୍ୱିଜା – ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ

କୃତିକା – ଏକାଡେମିକ୍ କାର‌୍ୟ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ । ଆୟରଉତ୍ସ ବୃଦ୍ଧି ପାଇବା ଫଳରେ , ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :