• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th September 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର ।ଚନ୍ଦ୍ର- ବୃଷ ଦିବା ୦୯.୫୬ ଗତେ ମିଥୁନ ,ତିଥି- ୭ମୀ ଦିବା ୧୨.୩୯ ଗତେ ୮ମୀ,ଘାତଚନ୍ଦ୍ର- ବିଛା ରାଶିର , ଦିବା ୦୯.୫୬ ଗତେ କନ୍ୟା ରାଶିର,ଘାତବାର- ମକର ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ଅନ୍ନଦାନ ଦିବା ୧୨.୩୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Tuesday 24 Sep 2024

ଧନିଷ୍ଠା – ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।

ଶତଭିଷା – ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ

ପୂ , ଭାଦ୍ରପଦ – ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :