• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th September 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର ।ଚନ୍ଦ୍ର- ବୃଷ ଦିବା ୦୯.୫୬ ଗତେ ମିଥୁନ ,ତିଥି- ୭ମୀ ଦିବା ୧୨.୩୯ ଗତେ ୮ମୀ,ଘାତଚନ୍ଦ୍ର- ବିଛା ରାଶିର , ଦିବା ୦୯.୫୬ ଗତେ କନ୍ୟା ରାଶିର,ଘାତବାର- ମକର ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ଅନ୍ନଦାନ ଦିବା ୧୨.୩୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Tuesday 24 Sep 2024

ମୃଗଶିରା - ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ

ଆଦ୍ରା - ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ

ପୁନର୍ବସୁ - ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ

ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :