• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th September 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର ।ଚନ୍ଦ୍ର- ବୃଷ ଦିବା ୦୯.୫୬ ଗତେ ମିଥୁନ ,ତିଥି- ୭ମୀ ଦିବା ୧୨.୩୯ ଗତେ ୮ମୀ,ଘାତଚନ୍ଦ୍ର- ବିଛା ରାଶିର , ଦିବା ୦୯.୫୬ ଗତେ କନ୍ୟା ରାଶିର,ଘାତବାର- ମକର ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ଅନ୍ନଦାନ ଦିବା ୧୨.୩୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Tuesday 24 Sep 2024

ମଘା – ଜୀବାଣୁ ଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ

ପୂ , ଫାଲଗୁନୀ - ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।

ଉ ,ଫାଲଗୁନୀ – କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍