• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th September 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର ।ଚନ୍ଦ୍ର- ବୃଷ ଦିବା ୦୯.୫୬ ଗତେ ମିଥୁନ ,ତିଥି- ୭ମୀ ଦିବା ୧୨.୩୯ ଗତେ ୮ମୀ,ଘାତଚନ୍ଦ୍ର- ବିଛା ରାଶିର , ଦିବା ୦୯.୫୬ ଗତେ କନ୍ୟା ରାଶିର,ଘାତବାର- ମକର ରାଶିର ,ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ଅନ୍ନଦାନ ଦିବା ୧୨.୩୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Tuesday 24 Sep 2024

ମୂଳା – ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାର‌୍ୟ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ

ପୂ , ଷାଢା – ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ

ଉ , ଷାଢା – ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ

ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :