• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଯାତ୍ରା ସମୟରେ ଦୁର୍ଘଟଣାର ଶିକାର ହୋଇପାରନ୍ତି

ସୌର ଧନୁ ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୧୪ଶୀ ନିଶାନ୍ତ ୦୫.୪୭ ଗତେ ପୂର୍ଣ୍ଣିମା । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Monday 25 Dec 2023

ପୂ,ଭାଦ୍ରପଦ- ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଅନେକ ସମୟ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।

ଉ,ଭାଦ୍ରପଦ- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।

ରେବତୀ- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ମାଲିମୋକଦ୍ଦମାରେ ସଫଳତା ମିଳିବ ।

ପ୍ରତିକାର- ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :