ସୌର ଧନୁ ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୧୪ଶୀ ନିଶାନ୍ତ ୦୫.୪୭ ଗତେ ପୂର୍ଣ୍ଣିମା । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ଉ,ଫଲଗୁନି- ଘରକୁ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି । ସରକାରୀ କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ ।
ହସ୍ତା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନୀତିରେ ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ଚିତ୍ରା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ ।
ପ୍ରତିକାର- ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫