ସୌର ଧନୁ ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୧୪ଶୀ ନିଶାନ୍ତ ୦୫.୪୭ ଗତେ ପୂର୍ଣ୍ଣିମା । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ମୂଳା- ଶାରୀରିକ କ୍ଲାନ୍ତି ଦୂର ହେବ । ପରିବାରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗ ପ୍ରତି ଆଗ୍ରହୀ ହେବେ । କର୍ମ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ ।
ପୂ,ଷାଢା- ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ଲାଭପ୍ରଦ ରହିବ । ରାଜନୀତିରେ ବରିଷ୍ଠ ବ୍ୟକ୍ତଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବ ଦର୍ଶନ କରିବେ ।
ଉ,ଷାଢା- ସମ୍ପତ୍ତି କିଣିବାର ଯୋଗ ରହିଛି । କୌଣସି କାର୍ଯ୍ୟରେ ସାହାସିକ ପଦକ୍ଷପ ନେବେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ ।
ପ୍ରତିକାର- ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩