• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th April 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୫ମୀ ଦିବା ୦୯.୪୦ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ- ରାତ୍ରି ୦୮.୨୦ ଗତେ ୨ ପାଦ ।

Aries

ମେଷ

Tuesday 25 Apr 2023

ଅଶ୍ୱନୀ- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ

ଦ୍ୱିଜା- ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।

କୃତିକା-ରାଜନିତିରେ କିଛି ବିଶେଷ କଥା ଆଲୋଚନା କରିବେ । କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :