• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th April 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୫ମୀ ଦିବା ୦୯.୪୦ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ- ରାତ୍ରି ୦୮.୨୦ ଗତେ ୨ ପାଦ ।

Pisces

ମୀନ

Tuesday 25 Apr 2023

ପୂ, ଭାଦ୍ରପଦ- ସ୍ୱାସ୍ଥ୍ୟ ଲାଗି ଖର୍ଚ୍ଚ କରିବେ । ପରିବାରରେ ଯେପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ ।

ଉ, ଭାଦ୍ରପଦ- ରାଜନିତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ

ରେବତୀ- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ଉପଯୁକ୍ତ ଯୋନଜା ଦ୍ୱାରା କ୍ୟାରିୟରରେ ପରିବର୍ତନ ଭବିଷ୍ୟତ ଲାଗି ଲାଭଦାୟକ

ପ୍ରତିକାର – ମାଆ ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :