• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th April 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୫ମୀ ଦିବା ୦୯.୪୦ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ- ରାତ୍ରି ୦୮.୨୦ ଗତେ ୨ ପାଦ ।

Gemini

ମିଥୁନ

Tuesday 25 Apr 2023

ମୃଗଶିରା- ଭାତୃ ସଂପର୍କରେ ଉନ୍ନତି ଘଟିବ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ ।

ଆଦ୍ରା- ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ

ପୁନର୍ବସୁ- ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :