• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th April 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୫ମୀ ଦିବା ୦୯.୪୦ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ- ରାତ୍ରି ୦୮.୨୦ ଗତେ ୨ ପାଦ ।

Cancer

କର୍କଟ

Tuesday 25 Apr 2023

ପୁନର୍ବସୁ- ନିଜ ପ୍ରିୟଙ୍କ ସହ ଆଜି ଉତ୍ତମ ବ୍ୟବହାର କରନ୍ତୁ । ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ

ପୁଷ୍ୟା- ବାଣିଜ୍ୟ-ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ପ୍ରଶାସନିକ ବିରୋଧି ଦେଖା ଦେଇପାରେ । ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ

ଅଶ୍ଳେଷା- ଦୁଶାହାସିକ ପଦକ୍ଷପ ନେଇ ରାଜନୀତିରେ ସଫଳତା ପାଇବେ । ଶତୃଙ୍କର ସଡ ଯନ୍ତ୍ରର ଶିକାର ହୋଇ ପାରନ୍ତି । ଋଣ ଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ

ପ୍ରତିକାର – ମାଆ ଭୁବନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :