• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th April 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୫ମୀ ଦିବା ୦୯.୪୦ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ- ରାତ୍ରି ୦୮.୨୦ ଗତେ ୨ ପାଦ ।

Virgo

କନ୍ୟା

Tuesday 25 Apr 2023

ଉ- ଫାଲ୍‌ଗୁନୀ- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର୍ଯ୍ୟାଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ ।

ହସ୍ତା- ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ ।

ଚିତ୍ରା- ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :