• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th April 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୫ମୀ ଦିବା ୦୯.୪୦ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ- ରାତ୍ରି ୦୮.୨୦ ଗତେ ୨ ପାଦ ।

Libra

ତୁଳା

Tuesday 25 Apr 2023

ଚିତ୍ରା- ସୁସ୍ଥତା ପ୍ରକାଶ ପାଇବ । ଅଭାବ ହେତୁ ପରିବାରରେ କଳହ ଦେଖାଦେବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ

ସ୍ୱାତୀ- ନୂଆ କାମ ହାସଲ କରିବେ । ରାଜନୀତିରେ ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ବିଦ୍ୟାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ ।

ବିଶାଖା- ଚାକିରିରେ ସହକର୍ମୀ ମାନେ ଅସହଯୋଗ କରିବେ । ରାଜନୀତିରେ ଦଳୀୟ ନେତାଙ୍କ ଠାରୁ ସାବଧାନ୍ ରୁହନ୍ତୁ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ

ପ୍ରତିକାର – ଶିବଙ୍କର ଦର୍ଶନ ସହ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :