• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th April 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୫ମୀ ଦିବା ୦୯.୪୦ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ- ରାତ୍ରି ୦୮.୨୦ ଗତେ ୨ ପାଦ ।

Sagittarius

ଧନୁ

Tuesday 25 Apr 2023

ମୂଳା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ନିଜର ଅହଂଭାବ ଯୋଗୁ କୈାଣସି କାର୍ଯ୍ୟ ଠିକ୍ ଭାବରେ କରି ପାରିବେ ନାହିଁ

ପୂ, ଷାଢା- ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୈାଣସି କଥା ଆଲୋଚନା କରିପାରନ୍ତି । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ

ଉ, ଷାଢା- ଲୋକ କଲ୍ୟାଣ କାର‌୍ୟ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସୁ- ସମାଧାନ ହୋଇପାରେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :