• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th April 2023: ଏହି ରାଶିର ବ୍ୟକ୍ତି ଆଜି ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର।ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୫ମୀ ଦିବା ୦୯.୪୦ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ- ରାତ୍ରି ୦୮.୨୦ ଗତେ ୨ ପାଦ ।

Capricorn

ମକର

Tuesday 25 Apr 2023

ଉ, ଷାଢା- ପ୍ରିୟ ଲୋକମାନଙ୍କ ସହିତ ଆନନ୍ଦରେ ଦିନ କଟାଇବେ । ବ୍ୟବସାୟରେ ତ୍ୱରନ୍ତ ଫଇସଲା ଫଳପ୍ରଦ ହୋଇପାରେ । ଆପଣଙ୍କର ଅନ୍ତର ଆତ୍ମା ପ୍ରଖର ରହିବ

ଶ୍ରବଣା- ବିଭିନ୍ନ ଦିଗରୁ ଅର୍ଥ ଆୟ କରିବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ । ବିଦ୍ୟାର୍ଥୀ ପଢାକୁ ନେଇ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ

ଧନିଷ୍ଠା- କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବେ ।

ପ୍ରତିକାର – ମାଆ ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :