• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ରାତ୍ରି ୦୮.୦୦ ଗତେ ବିଛା,ତିଥ- ପ୍ରତିପଦ(ମଳ) ପ୍ରାତଃ ୦୬.୪୬ ଗତେ ୨ୟା,ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ପ୍ରାତଃ ୦୬.୪୬ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନଦାନ ରାତ୍ରି ୦୨.୨୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Aries

ମେଷ

Thursday 25 Apr 2024

ଅଶ୍ୱନୀ- କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । କର୍ମକ୍ଷେତ୍ରରେ ସମସ୍ୟା ନିରାକରଣ ପାଇଁ ଚେଷ୍ଟିତ ହେବେ । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ ।

ଦ୍ୱିଜା- ଆର୍ôଥକ ପକ୍ଷ ପୂର୍ବ ଅପେକ୍ଷା ସୁଦୃଢ ରହିବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃତ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।

କୃତିକା- ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନେ ଅର୍ଥଲାଭ କରିବେ । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ

ପ୍ରତିକାର - ମହାଦେବଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :