• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ରାତ୍ରି ୦୮.୦୦ ଗତେ ବିଛା,ତିଥ- ପ୍ରତିପଦ(ମଳ) ପ୍ରାତଃ ୦୬.୪୬ ଗତେ ୨ୟା,ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ପ୍ରାତଃ ୦୬.୪୬ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନଦାନ ରାତ୍ରି ୦୨.୨୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Taurus

ବୃଷ

Thursday 25 Apr 2024

କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ ।

ରୋହିଣୀ- ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ । ରାଜନୈତିକ ପରିସି୍ଥତି ସମ୍ଭାଳିବା ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।

ମୃଗଶିରା- ବହୁ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ମହିଳା ମାନେ ଧୈର‌୍ୟ୍ୟ ଧରି କାମ କରିଲେ କାର‌୍ୟ୍ୟରେ ବିଜୟଲାଭ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :