ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ରାତ୍ରି ୦୮.୦୦ ଗତେ ବିଛା,ତିଥ- ପ୍ରତିପଦ(ମଳ) ପ୍ରାତଃ ୦୬.୪୬ ଗତେ ୨ୟା,ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ପ୍ରାତଃ ୦୬.୪୬ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନଦାନ ରାତ୍ରି ୦୨.୨୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ
ଧନିଷ୍ଠା- ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।
ଶତଭିଷା- ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନାକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ । ସମ୍ମାନିତ ଲୋକଙ୍କ ସହ ମିଶିବେ ।
ପୂ,ଭାଦ୍ରପଦ- ବନ୍ଧୁଙ୍କ ସହିତ ଠାକୁର ଦର୍ଶନ ପାଇଁ ମନ୍ଦିର ଯିବେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।
ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮