• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ରାତ୍ରି ୦୮.୦୦ ଗତେ ବିଛା,ତିଥ- ପ୍ରତିପଦ(ମଳ) ପ୍ରାତଃ ୦୬.୪୬ ଗତେ ୨ୟା,ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ପ୍ରାତଃ ୦୬.୪୬ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନଦାନ ରାତ୍ରି ୦୨.୨୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Gemini

ମିଥୁନ

Thursday 25 Apr 2024

ମୃଗଶିରା- ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । ଜୀବନ ସାଥିଙ୍କ ସହିତ ସାମଞସ୍ୟ ବଜାୟ ରହିବ

ଆଦ୍ରା- ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଘରୋଇ କଂପାନୀରେ ଚାକିରି ମିଳିପାରେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ରାଜନିତିରେ ସତ୍ୟବାଦି ହେବେ । ଲେଖାପଢାରେ ଧନ ଅର୍ଜନ କରିବେ ।

ପୁନର୍ବସୁ- ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :