• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ରାତ୍ରି ୦୮.୦୦ ଗତେ ବିଛା,ତିଥ- ପ୍ରତିପଦ(ମଳ) ପ୍ରାତଃ ୦୬.୪୬ ଗତେ ୨ୟା,ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ପ୍ରାତଃ ୦୬.୪୬ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନଦାନ ରାତ୍ରି ୦୨.୨୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Cancer

କର୍କଟ

Thursday 25 Apr 2024

ପୁନର୍ବସୁ- ଆଗରୁ ଭୋଗୁଥିବା ସା୍ୱସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ପଡୋଶୀ ମାନେ ଅସହିଷ୍ଣୁତା ପ୍ରକାଶ କରିବେ । କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି ।

ପୁଷ୍ୟା- କାହାକୁ କୈାଣସି କଥା ବୁଝାଇବାରେ ଭୁଲ ହୋଇପାରେ । ସାମାଜିକ କାର‌୍ୟ୍ୟକୁ ଯିବା ପାଈଁ ଭଲ ଅବସର ମିଳିବେ । ରାଜନେତାଙ୍କର ସମାଜରେ ଆଦର ବଢିବ । ପଢାରେ ଗୁରୁଜନଙ୍କ ଆଶ୍ରିବାଦ ଲାଭ କରିବେ ।

ଅଶ୍ଲେଷା- ଅଫିସ୍ରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :