• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ରାତ୍ରି ୦୮.୦୦ ଗତେ ବିଛା,ତିଥ- ପ୍ରତିପଦ(ମଳ) ପ୍ରାତଃ ୦୬.୪୬ ଗତେ ୨ୟା,ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ପ୍ରାତଃ ୦୬.୪୬ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନଦାନ ରାତ୍ରି ୦୨.୨୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Libra

ତୁଳା

Thursday 25 Apr 2024

ଚିତ୍ରା- ପେଟରେ ସାମାନ୍ୟ କଷ୍ଟ ଅନୁଭବ କରିବେ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।

ସ୍ୱାତୀ- ପ୍ରତିଯୋଗୀ ବ୍ୟପାରିଙ୍କ ତୃଟି ପାଇଁ ଆପଣ ଲାଭବାନ ହେବେ । ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ

ବିଶାଖା- ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି ।

ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :