• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ରାତ୍ରି ୦୮.୦୦ ଗତେ ବିଛା,ତିଥ- ପ୍ରତିପଦ(ମଳ) ପ୍ରାତଃ ୦୬.୪୬ ଗତେ ୨ୟା,ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ପ୍ରାତଃ ୦୬.୪୬ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନଦାନ ରାତ୍ରି ୦୨.୨୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Scorpio

ବିଛା

Thursday 25 Apr 2024

ବିଶାଖା- ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ । ଅଫିସ୍ରେ ଜରୁରୀ କାମରେ କର୍ମଚାରୀଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ଔଷଧ ସମ୍ପନ୍ଧୀୟ ବ୍ୟବସାୟ, ଖଣିଜ ସମ୍ପଦ ବ୍ୟବସାୟରୁ ଲାଭବାନ୍ ହେବେ ।

ଅନୁରାଧା- ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ସଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ । ବିଦ୍ୟାର୍ଥୀ ମାନେ ପଢାପଢି ପ୍ରସନ୍ନ ରହିବେ ।

ଜ୍ୟେଷ୍ଠା- ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି ।

ପ୍ରତିକାର – ବିଦ୍ଧି ପୂର୍ବକ ଶିବ ପୂଜା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :