• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ରାତ୍ରି ୦୮.୦୦ ଗତେ ବିଛା,ତିଥ- ପ୍ରତିପଦ(ମଳ) ପ୍ରାତଃ ୦୬.୪୬ ଗତେ ୨ୟା,ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ ପ୍ରାତଃ ୦୬.୪୬ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନଦାନ ରାତ୍ରି ୦୨.୨୩ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ

Capricorn

ମକର

Thursday 25 Apr 2024

ଉ,ଷାଢା- ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ଗଣ ମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।

ଶ୍ରବଣା- ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।

ଧନିଷ୍ଠା- ଅଫିସ୍ରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ନାରୀମାନେ ଈର୍ଷାପରାୟଣ ରହିବେ ।

ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :