ସୁସ୍ୱାଦୁ ଭୋଜନର ସୁଯୋଗ ମିଳିବ। ଆଜିର କାମରେ ନିଶ୍ଚିତ ସଫଳତା ମିଳିବ। କୌଣସି ବ୍ୟକ୍ତି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି।
ଅଶ୍ୱନୀ- ସୁସ୍ୱାଦୁ ଭୋଜନର ସୁଯୋଗ ମିଳିବ। ଆଜିର କାମରେ ନିଶ୍ଚିତ ସଫଳତା ମିଳିବ। କୌଣସି ବ୍ୟକ୍ତି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଦ୍ୱିଜା- ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଦୁଃଖ ଦେଇପାରେ, କିନ୍ତୁ କିଛି କହିପାରିବେ ନାହିଁ। କୃତିକା- ବାଣିଜ୍ୟରେ ଉନ୍ନତି କରିବେ,କିନ୍ତୁ ପରିବହନରେ ଝଗଡ଼ାର ସମ୍ଭାବନା ରହିଛି। ବନ୍ଧୁଙ୍କ ଜରିଆରେ ବକେୟା ଅର୍ଥ ପାଇବେ। କୌଣସି ବିଶିଷ୍ଟବ୍ୟକ୍ତିଙ୍କ ସାହାଯ୍ୟରୁ ସ୍ଥଗିତ କାର୍ଯ୍ୟ ସମ୍ପନ୍ନ କରିବେ।
ପ୍ରତିକାର - ଓଁ ହଂ ଅଂ ଅଙ୍ଗାରକାୟ ନମଃ ଜପ କରନ୍ତୁ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ସୁସ୍ୱାଦୁ ଭୋଜନର ସୁଯୋଗ ମିଳିବ। ଆଜିର କାମରେ ନିଶ୍ଚିତ ସଫଳତା ମିଳିବ। କୌଣସି ବ୍ୟକ୍ତି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି।ଦ୍ୱିଜା- ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଦୁଃଖ ଦେଇପାରେ, କିନ୍ତୁ କିଛି କହିପାରିବେ ନାହିଁ।