• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ସୁନାମ ଓ ଆୟ ବୃଦ୍ଧି ହୋଇପାରେ

ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଆଜି ଇଂରାଜୀରେ ୨୫ ତାରିଖ ଗୁରୁବାର । ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Cancer

କର୍କଟ

Thursday 25 Aug 2022

ପୁନର୍ବସୁ - ହଠାତ କୈାଣସି ବିଦେଶା ଗତ ହୋଇ ଉଦ୍ଧାର ପାଇବେ

ପୁଷ୍ୟା – ଚାକିରିରେ କ୍ଷେତ୍ରରେ ଭଲ ଫଳ ପାଇବେ

ଅଶ୍ଳେଷା - ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ

ଶୁଭ ରଙ୍ଗ- ଧଳା

ଶୁଭ ସଂଖ୍ୟା- ୨

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :