• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ସୁନାମ ଓ ଆୟ ବୃଦ୍ଧି ହୋଇପାରେ

ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଆଜି ଇଂରାଜୀରେ ୨୫ ତାରିଖ ଗୁରୁବାର । ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Leo

ସିଂହ

Thursday 25 Aug 2022

ମଘା –ଯାନବାହାନ, ଲାଭ ସାଙ୍ଗକୁ ମନୋରଞନ ଓ ମାଙ୍ଗଳିକ କାମରୁ ଖୁସିରହିବେ

ପୂ , ଫାଲଗୁନୀ - ଅନ୍ୟର ସାହାର୍ଯ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ

ଉ ,ଫାଲଗୁନୀ – ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ

ଶୁଭ ରଙ୍ଗ- ନାରଙ୍ଗୀ

ଶୁଭ ସଂଖ୍ୟା- ୧

ପ୍ରତିକାର – ଲାଲ ମୁହା ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :