• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ସୁନାମ ଓ ଆୟ ବୃଦ୍ଧି ହୋଇପାରେ

ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଆଜି ଇଂରାଜୀରେ ୨୫ ତାରିଖ ଗୁରୁବାର । ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Virgo

କନ୍ୟା

Thursday 25 Aug 2022

ଉ , ଫାଲଗୁନୀ –ପିଲାମାନେ ପାଠ ପଢାରେ ଅଗ୍ରସର ହୋଇ ପାରନ୍ତି

ହସ୍ତା – କର୍ମକ୍ଷେତ୍ରରେ ଓ କୃଷି କ୍ଷେତ୍ରରେ ଉନ୍ନତି କରିବେ

ଚିତ୍ରା – ଶାରିରୀକ କ୍ଲେଶ ଦୂର ହୋଇଯିବ

ଶୁଭ ରଙ୍ଗ- ସବୁଜ

ଶୁଭ ସଂଖ୍ୟା- ୫

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :