• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ସୁନାମ ଓ ଆୟ ବୃଦ୍ଧି ହୋଇପାରେ

ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଆଜି ଇଂରାଜୀରେ ୨୫ ତାରିଖ ଗୁରୁବାର । ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Scorpio

ବିଛା

Thursday 25 Aug 2022

ବିଶାଖା – କୌଣସି ଅସ୍ୱାଭାବିକ ଘଟଣାରେ ସପୃକ୍ତ ରହିବେ

ଅନୁରାଧା – ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି

ଜ୍ୟେଷ୍ଠା – ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ

ଶୁଭ ରଙ୍ଗ- ଲାଲ୍

ଶୁଭ ସଂଖ୍ୟା -୯

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :