• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ସୁନାମ ଓ ଆୟ ବୃଦ୍ଧି ହୋଇପାରେ

ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଆଜି ଇଂରାଜୀରେ ୨୫ ତାରିଖ ଗୁରୁବାର । ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Sagittarius

ଧନୁ

Thursday 25 Aug 2022

ମୂଳା –ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ

ପୂ , ଷାଢା –ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ ଉ , ଷାଢା –ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ

ଶୁଭ ରଙ୍ଗ- ହଳଦିଆ

ଶୁଭ ସଂଖ୍ୟା- ୩

ପ୍ରତିକାର –୫ଟି ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :