• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2023: ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ, ସରକାରୀ ଚାକିରିଆଙ୍କ ପାଇଁ ଭଲ ସୁଯୋଗ ଆସିପାରେ...

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୯ମୀ ରାତ୍ରି ୦୨.୦୨ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Friday 25 Aug 2023

କୃତିକା- ଜୀବନସାଥୀ କୈାଣସି କାରଣରୁ ଆପଣଙ୍କର ପ୍ରଂଶସା କରିବେ ।  ଅଫିସ୍‌ରେ ସହକର୍ମୀ ଆପଣଙ୍କ ବିଚାର ଦ୍ୱାରା ପ୍ରଭାବିତ ହେବେ । ବ୍ୟବସାୟରେ ବକେୟା ଅର୍ଥ ପାଇବେ ।
ରୋହିଣୀ- ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କୁ ପଦ ପ୍ରତିଷ୍ଠା ମିଳିବ । କୌଣସି ବିଶେଷ ଖବର ମିଳିବାର ଯୋଗ ଅଛି ।  ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ     
ମୃଗଶିରା- ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ । ସନ୍ତାନର ସଫଳତା ଯୋଗୁ ଖୁସିର ପରିବେଶ ରହିବ । ବହୁ ଦିନର ସ୍ୱପ୍ନ ସାକାର ହେବ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :