• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2023: ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ, ସରକାରୀ ଚାକିରିଆଙ୍କ ପାଇଁ ଭଲ ସୁଯୋଗ ଆସିପାରେ...

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୯ମୀ ରାତ୍ରି ୦୨.୦୨ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Friday 25 Aug 2023

ଧନିଷ୍ଠା- ଜୀବନରେ ସମ୍ବନ୍ଧ ଏବଂ ସମ୍ପର୍କୀୟଙ୍କ ମୂଲ୍ୟ ବୁଝିବାକୁ ଚେଷ୍ଟା କରନ୍ତୁ ।  ବିରକ୍ତି ହେଉଥିବା ବୈବାହିକ ଜୀବନରେ କିଛି କୌତୁହଳଜନକ କରିବାକୁ ଚେଷ୍ଟା କରିବେ । ଭବିଷ୍ୟ କଥା ଭାବିକି ଅର୍ଥ ନିବେଶ କରନ୍ତୁ
ଶତଭିଷା- କାର୍ଯ୍ୟଳୟରେ କିଛି ଉତ୍ତମ କାର୍ଯ୍ୟ କରିପାରନ୍ତି ।  ଯେଉଁମାନେ ବିଗତ କିଛି ଦିନ ହେବ ବହୁତ କାର୍ଯ୍ୟରେ ବ୍ୟସ୍ତ ଥିଲେ, ସେମାନଙ୍କୁ ନିଜ ପାଇଁ ସମୟ ନିଶ୍ଚୟ ମିଳିବ । ନିଜର ପିଲାଙ୍କ ପାଇଁ କିଛି ବିଶେଷ ଯୋଜନା କରନ୍ତୁ ।  
ପୂ,  ଭାଦ୍ରପଦ- ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ସମୟକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ  ଚେଷ୍ଟା କରିବେ । କୌଣସି ଖବର ଆପଣଙ୍କ ଖୁସିକୁ ଆହୁରି ବଢ଼େଇ ଦେବ ।

ପ୍ରତିକାର – ଦକ୍ଷିଣ କାଳୀଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :