• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2023: ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ, ସରକାରୀ ଚାକିରିଆଙ୍କ ପାଇଁ ଭଲ ସୁଯୋଗ ଆସିପାରେ...

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୯ମୀ ରାତ୍ରି ୦୨.୦୨ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Friday 25 Aug 2023

ପୂ, ଭାଦ୍ରପଦ- ବୈବାହିକ ଜୀବନକୁ ଅଧିକ ସୁଖମୟ ବଣେଇବାର ଚେଷ୍ଟା କରିବେ । ବ୍ୟବସାୟୀମାନଙ୍କ ମନରେ ନୂଆ ନୂଆ ବ୍ୟବସାୟ କରିବାର ଭାବନା ଆସିପାରେ । ଛାତ୍ରଛାତ୍ରୀମାନେ ପଢାରେ ମନ ଦେବେ ।
ଉ, ଭାଦ୍ରପଦ- ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଚାକିରିରେ ପଦୋନ୍ନତି ମିଳିପାରେ । କାର୍ଯ୍ୟକୁ ମନୋରଞ୍ଜନ ସହିତ ନ ମିଶନ୍ତୁ । ଭ୍ରମଣ ,ମନୋରଞ୍ଜନ ଓ ମିଳାମିଶିର ବେଶୀ ଗୁରୁତ୍ୱ ଦେଇ ପାରନ୍ତି
ରେବତୀ- । ନିଜର ଆନ୍ତରିକ ସମୟ ଅନ୍ୟ ମାନଙ୍କ ସେବାରେ ଲଗାନ୍ତୁ । ଏହା ଆପଣଙ୍କୁ ଓ ଆପଣଙ୍କ ପରିବାର ଲୋକଙ୍କୁ ଖୁସି ଓ ଶାନ୍ତି ଦେବ ଜ୍ଝ ନିଜ ପ୍ରିୟର ଭାବନାକୁ ବୁଝନ୍ତୁ ।

ପ୍ରତିକାର-  ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :