• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2023: ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ, ସରକାରୀ ଚାକିରିଆଙ୍କ ପାଇଁ ଭଲ ସୁଯୋଗ ଆସିପାରେ...

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୯ମୀ ରାତ୍ରି ୦୨.୦୨ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Friday 25 Aug 2023

ମୃଗଶିରା- ଘରର ପରିବେଶ ଶାନ୍ତିପୂର୍ଣ୍ଣ ରହିବ । ବ୍ୟବସାୟ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ବିଶେଷ ପ୍ରସଙ୍ଗରେ ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ପାଇବେ    
ଆଦ୍ରା- ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଉଚ୍ଚ ଶିକ୍ଷା ପଢିବାକୁ ଚାହୁଁଥିବା ବିଦ୍ୟାର୍ଥୀ ମାନଙ୍କୁ ପରିବାରର ସହଯୋଗ ମିଳିବ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ ।   
ପୁନର୍ବସୁ- ବାକିଥିବା କାମ ପୁରା ହୋଇଯିବ । ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ସାମାଜିକ କାର୍ଯ୍ୟକୁ ନେଇ ଆପଣଙ୍କର ପ୍ରଶଂସା ହେବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :