• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2023: ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ, ସରକାରୀ ଚାକିରିଆଙ୍କ ପାଇଁ ଭଲ ସୁଯୋଗ ଆସିପାରେ...

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୯ମୀ ରାତ୍ରି ୦୨.୦୨ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Friday 25 Aug 2023

ପୁନର୍ବସୁ- ନୂଆ ବ୍ୟବସାୟରେ ପୁଞି ଲଗାଇଲେ ଆପଣଙ୍କୁ ଦିଗୁଣା ଲାଭ ମିଳିବ । ଆପଣଙ୍କୁ ଖୁସି କରିବା ପାଇଁ ଆପଣଙ୍କ ଜୀବନ-ସାଥୀ ବହୁତ ଚେଷ୍ଟା କରିବେ । ଭାଗ୍ୟର ପରିବର୍ତ୍ତନ ହେବା ସହିତ  ଉନ୍ନତି ପଥରେ ଅଗ୍ରସର ହେବେ ।
ପୁଷ୍ୟା- ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ସୁଖ , ସୈାଭାଗ୍ୟ ମିଳିପାରେ । ନୂଆ ଅଧ୍ୟାପନା ଲାଗି ସୁଯୋଗ ଆସିବ । ରାଜନୀତିରେ ସଫଳତା ପାଇବେ ।
ଅଶ୍ଳେଷା- କୋର୍ଟ, କଚେରୀ କଥାକୁ ନେଇ ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ । ବୈବାହିକ ଜୀବନର ଆନନ୍ଦ ଦାୟକ ରହିବ । ଆଜି ଆପଣଙ୍କ କଳା ଓ ରଚନାରେ ଥିବା କ୍ଷମତାକୁ ପ୍ରଶଂସା ମିଳିବ

ପ୍ରତିକାର – ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ  

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :