• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2023: ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ, ସରକାରୀ ଚାକିରିଆଙ୍କ ପାଇଁ ଭଲ ସୁଯୋଗ ଆସିପାରେ...

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୯ମୀ ରାତ୍ରି ୦୨.୦୨ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Friday 25 Aug 2023

ଉ- ଫାଲ୍‌ଗୁନୀ- କୌଣସି କଥାକୁ ନେଇ ଭାବୁକ ରହିବେ । ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ
ହସ୍ତା- ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିରେ ପ୍ରସ୍ତାବ ମିଳିପାରେ । ନିଜ କାମର ପ୍ରଂଶସା ଓ ପୁରସ୍କାର ପାଇବେ । ପ୍ରିୟ ବନ୍ଧୁ ସହ ଫୋନରେ ଦୀର୍ଘ ସମୟ କଥା ହେବେ । ପ୍ରଶାସନିକ କାମ ଧୈର୍ଯ୍ୟର ସହ କରନ୍ତୁ
ଚିତ୍ରା- ଘରର ବାତାବରଣ ଶାନ୍ତିମୟ ରହିବ । ଧାର ନେବା ଦେବାରୁ ନିବୃତ ରୁହନ୍ତୁ । ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।

ପ୍ରତିକାର - ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :