• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2023: ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ, ସରକାରୀ ଚାକିରିଆଙ୍କ ପାଇଁ ଭଲ ସୁଯୋଗ ଆସିପାରେ...

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୯ମୀ ରାତ୍ରି ୦୨.୦୨ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Friday 25 Aug 2023

ଚିତ୍ରା- ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ । ଧନ ଲାଭର ନୂଆ ମାର୍ଗ ଖୋଲିବେ । ଛାତ୍ରଙ୍କୁ କମ୍ ପରିଶ୍ରମରେ ଯଥେଷ୍ଟ ସୁଫଳ ମିଳିବ
ସ୍ୱାତୀ- ଅଫିସ୍‌ରେ ଆପଣଙ୍କ କାମରେ ଖୁସି ହୋଇ କର୍ତ୍ତୃପକ୍ଷ ଉପହାର ଦେବେ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । ରାଜନୀତିରେ ବିରୋଧୀ ମାନଙ୍କର ଦୃଢ ମୁକାବିଲା କରିବେ
ବିଶାଖା- ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ । ସମ୍ବନ୍ଧରେ ଲାଗି ରହିଥିବା ତିକ୍ତତା ଦୂର ହେବ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :