• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2023: ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ, ସରକାରୀ ଚାକିରିଆଙ୍କ ପାଇଁ ଭଲ ସୁଯୋଗ ଆସିପାରେ...

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୯ମୀ ରାତ୍ରି ୦୨.୦୨ ଗତେ ୧୦ମୀ ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ- ନାସ୍ତି

Capricorn

ମକର

Friday 25 Aug 2023

ଉ, ଷାଢା-  ଆପଣଙ୍କ ଟଙ୍କା ଆପଣଙ୍କ କାମରେ ସେବେ ଆସିବ ଯେବେ ଆପଣ ତାହା ସଞ୍ଚୟ କରିବେ ।  ପରିବାର ଲୋକଙ୍କ ସହିତ ଶାନ୍ତି ଓ ଆରାମରେ ଦିନର ମଜା ଉଠାନ୍ତୁ । ବ୍ୟବସାୟୀ ମାଙ୍କନକୁ ଆଜି ଅଚାନକ ଯାତ୍ରା କରିବା ସଂଗେ ସଂଗେ ଲାଭ ମିଳିବ ।
ଶ୍ରବଣା- ଜୀବନର ଆନନ୍ଦ ନେବାକୁ ହେଲେ ବନ୍ଧୁମାନଙ୍କୁ ସମୟ ଦେବା ଦରକାର ।  ସମାଜଠୁ ଦୂରରେ ରହିଲେ ଆବଶ୍ୟକତା ସମୟରେ କେହିବି ଆପଣଙ୍କ ପାଖକୁ ଆସିବେନି
ଧନିଷ୍ଠା- କୌଣସି କଥା ଆପଣଙ୍କ ଉପରେ ମାନସିକ ଚାପ ପକାଇପାରେ । କର୍ମଚାରୀମାନେ କାମ ଉପରେ ଧ୍ୟାନ ଦେବା ଉଚିତ

ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :