• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଶାନ୍ତିମୟ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ମେଷ ରାତ୍ରି ୧୦.୩୦ ଗତେ ବୃଷ । ତିଥି- ୭ମୀ ରାତ୍ରି ୦୩.୩୯ ଗତେ ୮ମୀ ।

Aries

ମେଷ

Sunday 25 Aug 2024

ଅଶ୍ୱନୀ- ପ୍ରେମକୁ ନେଇ ସୃଷ୍ଟି ହୋଇଥିବା ସନ୍ଦେହ ଦୂର ହେବ । କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ଶାରୀରିକ ପିଡା ଭୋଗ କରି ପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ ।

ଦ୍ୱିଜା- ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ । ବିଦ୍ୟାର୍ଥୀମାନଙ୍କ ପାଇଁ ଶୁଭ ଦାୟକ ରହିବ । ରାଜନୀତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ।

କୃତିକା- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଅଫିସରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିବ । ନୂତନ ଯାନବାହନ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି ।

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :