• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଶାନ୍ତିମୟ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ମେଷ ରାତ୍ରି ୧୦.୩୦ ଗତେ ବୃଷ । ତିଥି- ୭ମୀ ରାତ୍ରି ୦୩.୩୯ ଗତେ ୮ମୀ ।

Taurus

ବୃଷ

Sunday 25 Aug 2024

କୃତିକା- ବ୍ୟବସାୟରେ ଉନ୍ନତି କରିବେ । ସକାରତ୍ମକ ଭାବନା ଘେନି ଆଗକୁ ବଢିବେ । ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ ରୋହିଣୀ- ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ଭଲ ବୁଝାମଣା ହେତୁ ପରିବାରରେ ସୁଖଶାନ୍ତି ରାଜୁତି କରିବ ।

ମୃଗଶିରା- ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । ଜମି, ଦଲାଲଙ୍କୁ ଯଥେଷ୍ଟ ଲାଭ ମିଳିବ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :