• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଶାନ୍ତିମୟ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ମେଷ ରାତ୍ରି ୧୦.୩୦ ଗତେ ବୃଷ । ତିଥି- ୭ମୀ ରାତ୍ରି ୦୩.୩୯ ଗତେ ୮ମୀ ।

Aquarius

କୁମ୍ଭ

Sunday 25 Aug 2024

ଧନିଷ୍ଠା- ଆୟ ଖୁବ୍ ଭଲ ହେବ ଓ ବ୍ୟୟ ସାମାନ୍ୟ ବଢିବ । ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । ପାରିବାରିକ ଜୀବନ ହସଉଲା୍ଲସରେ କଟିବ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ।

ଶତଭିଷା- ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନୀତ କରିବେ କ୍ଷ ମନ ପ୍ରଫୁଲୀତ ରହିବ । ପଢାପଢିରେ ସର୍ମ୍ପୂର୍ଣ୍ଣ ଅବହେଳା ଘଟିବ ଓ ପଛେଇଯିବ ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ।

ପୂ,ଭାଦ୍ରପଦ- ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :