• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଶାନ୍ତିମୟ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ମେଷ ରାତ୍ରି ୧୦.୩୦ ଗତେ ବୃଷ । ତିଥି- ୭ମୀ ରାତ୍ରି ୦୩.୩୯ ଗତେ ୮ମୀ ।

Pisces

ମୀନ

Sunday 25 Aug 2024

ପୂ,ଭାଦ୍ରପଦ- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଅଫିସରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ । ପ୍ରେମ ସମ୍ପର୍କ ମଧୁରମୟ ରହିବ ।

ଉ,ଭାଦ୍ରପଦ- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ରାଜନୀତିରେ ମନକାମନା ପୂରଣ ହେବ । ଆଇନ ଛାତ୍ରମାନେ ସମୟର ସଦୁପଯୋଗ କରନ୍ତୁ ।

ରେବତୀ- ଆଇନର ଦ୍ୱାରସ୍ଥ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :