• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଶାନ୍ତିମୟ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ମେଷ ରାତ୍ରି ୧୦.୩୦ ଗତେ ବୃଷ । ତିଥି- ୭ମୀ ରାତ୍ରି ୦୩.୩୯ ଗତେ ୮ମୀ ।

Cancer

କର୍କଟ

Sunday 25 Aug 2024

ପୁନର୍ବସୁ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ ।

ପୁଷ୍ୟା- ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ରାଜନୀତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ ।

ଅଶ୍ଲେଷା- ପୈତୃକ ସମ୍ପତିକୁ ନେଇ ଭାଗ ଦେଖାଦେବ । ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର୍ଯ୍ୟରେ ଲାଗି ରହିବ । ସନ୍ତାନର ସଫଳତା ଯୋଗୁଁ ଖୁସିର ପରିବେଶ ରହିବ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :