• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଶାନ୍ତିମୟ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ମେଷ ରାତ୍ରି ୧୦.୩୦ ଗତେ ବୃଷ । ତିଥି- ୭ମୀ ରାତ୍ରି ୦୩.୩୯ ଗତେ ୮ମୀ ।

Leo

ସିଂହ

Sunday 25 Aug 2024

ମଘା- କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ପାରିବାରିକ ସହଯୋଗ ମିଳିବା ଦ୍ୱାରା ଧନ ଲାଭର ସୁଯୋଗ ଆସିବ । ମନ ଭୁଲାଣିୟା କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ।

ପୂ,ଫାଲଗୁନି- କ୍ୟାରିୟରରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ ହେବ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।

ଉ,ଫାଲଗୁନି- ମାଲିମକଦମା ସମସ୍ୟାର ସମାଧାନ କରିବେ । ନୂଆ ଅଧ୍ୟାପନା ଲାଗି ସୁଯୋଗ ଆସିବ । ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :