• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଶାନ୍ତିମୟ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ମେଷ ରାତ୍ରି ୧୦.୩୦ ଗତେ ବୃଷ । ତିଥି- ୭ମୀ ରାତ୍ରି ୦୩.୩୯ ଗତେ ୮ମୀ ।

Virgo

କନ୍ୟା

Sunday 25 Aug 2024

ଉ,ଫଳଗୁନି- ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନକରିଲେ ବିବାଦଗ୍ରସ୍ତ ହେବେ । ବ୍ୟବସାୟରେ ମାନ ମତାନ୍ତର ଦେଖାଦେବ ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ। 

ହସ୍ତା- ଛାତ୍ରଛାତ୍ରୀମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ । କୌଣସି ବିଶେଷ ଖବର ମିଳିବାର ଯୋଗ ଅଛି । ମାଲିକଙ୍କ ସହିତ ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ ।

ଚିତ୍ରା-ଅଫିସରେ ଅବହେଳିତ କାମ ପାଇଁ ଅନୁତାପ କରିବାକୁ ପଡିପାରେ । ସାମାଜିକ ସ୍ତରରେ ଖଳ ଲୋକମାନଙ୍କର କାନ କୁହା କଥା ଶୁଣନ୍ତୁ ନାହିଁ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :