• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଶାନ୍ତିମୟ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ମେଷ ରାତ୍ରି ୧୦.୩୦ ଗତେ ବୃଷ । ତିଥି- ୭ମୀ ରାତ୍ରି ୦୩.୩୯ ଗତେ ୮ମୀ ।

Libra

ତୁଳା

Sunday 25 Aug 2024

ଚିତ୍ରା- ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ପାରିବାରିକ କାର୍ଯ୍ୟରେ ଯୋଗଦେବାକୁ ସୁଯୋଗ ପାଇପାରନ୍ତି । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ ।

ସ୍ୱାତୀ- ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

ବିଶାଖା- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଜମିକୁ ନେଇ ଭାଇ ବିରୋଧୀ ହୋଇପାରନ୍ତି ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :