• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th August 2024: ଏହି ରାଶିର ବ୍ୟକ୍ତିଙ୍କ ପାରିବାରିକ ଜୀବନ ଶାନ୍ତିମୟ ହେବ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ମେଷ ରାତ୍ରି ୧୦.୩୦ ଗତେ ବୃଷ । ତିଥି- ୭ମୀ ରାତ୍ରି ୦୩.୩୯ ଗତେ ୮ମୀ ।

Scorpio

ବିଛା

Sunday 25 Aug 2024

ବିଶାଖା- ପ୍ରିୟ ଲୋକଙ୍କୁ ନିକଟରେ ପାଇ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ବିଶ୍ୱାସୀ ଲୋକମାନେ ଧୋକା ଦେଇପାରନ୍ତି । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ।

ଅନୁରାଧା- କର୍ମ କ୍ଷେତ୍ରରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଖଳ ଲୋକଙ୍କ କଥାରେ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ ଧାରଣା ପୋଷଣ କରିପାରନ୍ତି । ଅବସର ବିନୋଦନ କ୍ଷେତ୍ରରେ ପଡୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବେ ।

ଜ୍ୟେଷ୍ଠା- ଅଦାଲତରେ ଜୟଯୁକ୍ତ ହେବେ । ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :